କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ମୁଁ ଦେଶବାସୀଙ୍କୁ ବିଶେଷକରି ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଅଛି । ନୂଆଁଖାଇ କେବଳ ଏକ ପାରଂପରିକ ପର୍ବ ନୁହେଁ, ପଂକ୍ତି ଭୋଜନ ଓ ବନ୍ଧୁମିଳନ ମାଧ୍ୟମରେ ସାମାଜିକ ଓ ପାରିବାରିକ ଆତ୍ମୀୟତାର ପ୍ରତୀକ ମଧ୍ୟ । ଏହି ପର୍ବ ମାଧ୍ୟମରେ ପାରସ୍ପରିକ ସୌହାର୍ଦ୍ଦ୍ୟ ଓ ସଂପ୍ରୀତି ଆହୁରି